Psalms 89:48 — Compare Translations
5 translations compared side by side
Odia - 1840
"ଏପରି କୌଣସି ମନୁଷ୍ଯ ନାହିଁ ୟିଏ କି କବେବେି ନ ମରି ବଞ୍ଚି ରହିବ। ଏପରି କୌଣସି ମନୁଷ୍ଯ ନାହିଁ ୟିଏ କି ସମାଧିରୁ ରକ୍ଷା ପାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମୃତ୍ୟୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?
Odia Bible ERV 2004 (ପବିତ୍ର ବାଇବଲ)
ଏପରି କୌଣସି ମନୁଷ୍ୟ ନାହିଁ ଯିଏ କି କେବେବି ନ ମରି ବଞ୍ଚି ରହିବ। ଏପରି କୌଣସି ମନୁଷ୍ୟ ନାହିଁ ଯିଏ କି ସମାଧିରୁ ରକ୍ଷା ପାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?
Odia IRV 2017 (ଓଡିଆ ବାଇବେଲ)
ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?