Psalms 89:49 — Compare Translations

5 translations compared side by side

Odia - 1840
"ହେ ପ୍ରଭୁ, ତୁମ୍ଭର ପୂର୍ବର ସ୍ନହପେୂର୍ଣ୍ଣ କରୁଣା କୁଆଡ଼େ ଗଲା। ତୁମ୍ଭେ ଦାଉଦଙ୍କ ସହ ତୁମ୍ଭର ବିଶ୍ବସ୍ଥତା ଦଖାଇବୋ ପାଇଁ ପ୍ରତିଜ୍ଞା କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ଵସ୍ତତା ଦ୍ଵାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରଭୁ, ତୁମ୍ଭର ପୂର୍ବର ସ୍ନେହପୂର୍ଣ୍ଣ କରୁଣା କୁଆଡ଼େ ଗଲା। ତୁମ୍ଭେ ଦାଉଦଙ୍କ ସହ ତୁମ୍ଭର ବିଶ୍ୱସ୍ଥତା ଦେଖାଇବା ପାଇଁ ପ୍ରତିଜ୍ଞା କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ତୁମ୍ଭେ ଆପଣା ବିଶ୍ୱସ୍ତତା ଦ୍ୱାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?