Psalms 89:5 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ସ୍ବର୍ଗ ତୁମ୍ଭର ଆଶ୍ଚର୍ୟ୍ଯ କର୍ମମାନର ପ୍ରଶଂସା କରୁଛି। ପବିତ୍ରଗଣର ସମାନ ତୁମ୍ଭ ବିଶ୍ବସ୍ତତାରେ ପ୍ରଶଂସା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସ୍ଵର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ଵସ୍ତତାର ପ୍ରଶଂସା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି। ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ।