Psalms 89:50 — Compare Translations
5 translations compared side by side
Odia - 1840
"ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମାେତେ ଅପମାନିତ ଦେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରା; ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷଃସ୍ଥଳରେ ବହୁଅଛି, ଏହା ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମୋତେ ଅପମାନିତ ଦେଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷସ୍ଥଳରେ ବହୁଅଛି, ଏହା ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରାନ୍ତ ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷଃସ୍ଥଳରେ ବହୁଅଛି, ଏହା ସ୍ମରଣ କର।