Psalms 89:51 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭର ଶତ୍ରୁମାନେ ଅପମାନିତ କରିଅଛନ୍ତି, ତୁମ୍ଭର ଅଭିଷିକ୍ତ ରାଜା ଯେଉଁଆଡ଼େ ୟାଏ, ତାଙ୍କର ପଦଚିହ୍ନକୁ ନିନ୍ଦା କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତଦ୍ଦ୍ଵାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ଵାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରି-ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭର ଶତ୍ରୁମାନେ ଅପମାନିତ କରିଅଛନ୍ତି, ତୁମ୍ଭର ଅଭିଷିକ୍ତ ରାଜା ଯେଉଁଆଡ଼େ ଯାଏ, ତାଙ୍କର ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତଦ୍ଦ୍ୱାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ୱାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରିଅଛନ୍ତି।