Psalms 89:6 — Compare Translations
5 translations compared side by side
Odia - 1840
"ସ୍ବର୍ଗରେ ସଦାପ୍ରଭୁଙ୍କ ତୁଲ୍ଯ କହେି ନାହିଁ। ଦବଗେଣକୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାୟାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ? ଯେଉଁ ପରମେଶ୍ଵର ପବିତ୍ରଗଣର ସଭାରେ ଅତି ଭୟଙ୍କର
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗରେ ସଦାପ୍ରଭୁଙ୍କ ତୁଲ୍ୟ କେହି ନାହିଁ। “ଦେବଗଣ”କୁ ସଦାପ୍ରଭୁଙ୍କ ସଙ୍ଗେ ତୁଳନା କରାଯାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇପାରେ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର
Odia IRV 2017 (ଓଡିଆ ବାଇବେଲ)
କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ? ଯେଉଁ ପରମେଶ୍ୱର ପବିତ୍ରଗଣର ସଭାରେ ଅତି ଭୟଙ୍କର