Psalms 89:7 — Compare Translations

5 translations compared side by side

Odia - 1840
"ପବିତ୍ର ଦୂତଗଣର ସମାନ ପରମେଶ୍ବରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁଃପାଶର୍‌ବରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ଦୂତଗଣର ସମାନ ପରମେଶ୍ୱରଙ୍କୁ ବହୁତ ଭୟ କରନ୍ତି। ସିଂହାସନ ଚତୁର୍ପାର୍ଶ୍ୱରେ ଛିଡ଼ା ହେଉଥିବା ସମସ୍ତେ ତାଙ୍କୁ ଭୟ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ-ସନ୍ତାନଗଣ ମଧ୍ୟରେ କିଏ ଅଛି?
Odia IRV 2017 (ଓଡିଆ ବାଇବେଲ)
ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି?