Psalms 89:8 — Compare Translations
5 translations compared side by side
Odia - 1840
"ସଦାପଭ୍ରୁ ସୈନ୍ଯାଧିପତି ପରମେଶ୍ବର, ତୁମ୍ଭ ପରି କହେି ନାହିଁ। ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସଂପୂର୍ଣ୍ଣ ବିଶ୍ବାସ କରିପାରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ହେ ଯାଃ, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ଵସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ପରି କେହି ନାହିଁ। ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରି ପାରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ।
Recommended Reading