Psalms 89:9 — Compare Translations

5 translations compared side by side

Odia - 1840
"ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କତ୍ତୃର୍ତ୍ବ କରୁଅଛ। ତୁମ୍ଭେ ତା'ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ଵ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶା; କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅହଙ୍କାରୀ ସମୁଦ୍ରର ଉପରେ କର୍ତ୍ତୃତ୍ୱ କରୁଅଛ। ତୁମ୍ଭେ ତା’ର ଅଶାନ୍ତ ତରଙ୍ଗକୁ ଶାନ୍ତ କରୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ୱ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶାନ୍ତ କରୁଅଛ।