Psalms 9:1 — Compare Translations
5 translations compared side by side
Odia - 1840
"ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ। ହେ ସଦାପ୍ରଭୁ ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍-ଲବ୍ବନ୍ ସ୍ଵରରେ ଦାଉଦଙ୍କର ଗୀତ । ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ବେନ୍ର ମୂତ୍-ଲବ୍ବନ୍ ସ୍ୱରରେ ଦାଉଦଙ୍କର ଗୀତ। ମୁଁ ଅନ୍ତରର ସହିତ ସଦାପ୍ରଭୁଙ୍କୁ ପ୍ରଶଂସା କରେ। ହେ ସଦାପ୍ରଭୁ ତୁମ୍ଭ ସୃଷ୍ଟିର ସମସ୍ତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ ସମ୍ପର୍କରେ ମୁଁ ବର୍ଣ୍ଣନା କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି।