Psalms 9:10 — Compare Translations
5 translations compared side by side
Odia - 1840
"ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସମାନେେ ତୁମ୍ଭକୁ ବିଶ୍ବାସ କରିବେ। ହେ ସଦାପ୍ରଭୁ ୟଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସମାନଙ୍କେୁ ସାହାୟ୍ଯ ନ କରି ଛାଡ଼ିଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ଵାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ଵେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି ସେମାନେ ତୁମ୍ଭକୁ ବିଶ୍ୱାସ କରିବେ। ହେ ସଦାପ୍ରଭୁ ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।