Psalms 9:11 — Compare Translations

5 translations compared side by side

Odia - 1840
"ହେ ସିଯୋନ୍ ନିବାସୀ ତୁମ୍ଭେ ସର୍ବଦା ପରମେଶ୍ବରଙ୍କର ପ୍ରଶଂସା ଗାନ କର। ସେ କରିଥିବା ସମସ୍ତ ମହାନ କାର୍ୟ୍ଯ ରାଜ୍ଯମାନଙ୍କ ଆଗରେ ପ୍ରକାଶ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସିୟୋନ ନିବାସୀ ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର। ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।
Odia IRV 2017 (ଓଡିଆ ବାଇବେଲ)
ସିୟୋନ-ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।