Psalms 9:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କ ନିକଟକୁ ସାହାୟ୍ଯ ପାଇଁ ୟାଇଥିବା ଲୋକମାନଙ୍କୁ ମନେ ରଖନ୍ତି। ସହେି ଗରିବ ଲୋକମାନେ ସାହାୟ୍ଯ ପାଇଁ ଆକୁଳ ନିବଦନେ କରନ୍ତି ଓ ସଦାପ୍ରଭୁ ସମାନଙ୍କେ କଥା ଭୁଲି ପାରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ବିସ୍ମୃତ ହୁଅନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା ଲୋକମାନଙ୍କୁ ମନେ ରଖନ୍ତି। ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।