Psalms 9:13 — Compare Translations
5 translations compared side by side
Odia - 1840
"ମୁଁ ଏହି ପ୍ରାର୍ଥନା ପରମେଶ୍ବରଙ୍କ ନିକଟରେ କରିବି, ହେ ସଦାପ୍ରଭୁ, ମାେ ପ୍ରତି ଦୟାକର। ଦେଖ, ମାରେ ଶତ୍ରୁମାନେ କିଭଳି ମାେ ପଛରେ ମାେତେ ଆଘାତ କରିବାକୁ ଲାଗିଛନ୍ତି। ମାେତେ 'ମୃତ୍ଯୁ ସ୍ଥାନରୁ' ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ହେ ମୃତ୍ୟୁଦ୍ଵାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର। ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି। ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋ’ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।