Psalms 9:14 — Compare Translations
5 translations compared side by side
Odia - 1840
"ତା'ପରେ ୟିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି। ମୁଁ ଆଜି ଅତ୍ଯନ୍ତ ଆନନ୍ଦିତ କାରଣ ତୁମ୍ଭେ ମାେତେ ରକ୍ଷା କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି । ସିୟୋନ-କନ୍ୟାର ନଗର-ଦ୍ଵାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି। ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।