Psalms 9:15 — Compare Translations
5 translations compared side by side
Odia - 1840
"ଅନ୍ୟ ରାଜ୍ଯର ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ୟନ୍ତା ବସାନ୍ତି। କିନ୍ତୁ ସମାନେେ ନିଜେ ବସାଇ ଥିବା ୟନ୍ତାରେ ପଡ଼ନ୍ତି। ସହେି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥାଆନ୍ତି କିନ୍ତୁ ଶଷେରେ ସମାନେେ ନିଜେ ସହେି ଜାଲରେ ଧରାପଡ଼ନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ରାଜ୍ୟର ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ଯନ୍ତା ବସାନ୍ତି। କିନ୍ତୁ ସେମାନେ ନିଜେ ବସାଇ ଥିବା ଯନ୍ତାରେ ପଡ଼ନ୍ତି। ସେହି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥା’ନ୍ତି କିନ୍ତୁ ଶେଷରେ ସେମାନେ ନିଜେ ସେହି ଜାଲରେ ଧରାପଡ଼ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।