Psalms 9:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସହେି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ବାରା ଲୋକମାନେ ଶିକ୍ଷା କରନ୍ତି ୟେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି । [ହିଗାୟୋନ୍ । ସେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି, ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍, ସେଲା ]