Psalms 9:17 — Compare Translations

5 translations compared side by side

Odia - 1840
"ଯେଉଁମାନେ ପରମେଶ୍ବରଙ୍କୁ ଭୁଲି ୟାଆନ୍ତି ସମାନେେ ମନ୍ଦ ଲୋକ ଅଟନ୍ତି। ସମାନେେ ମୃତ୍ଯୁ ସ୍ଥାନକୁ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ଵରଙ୍କୁ ପାସୋରନ୍ତି, ସେସମସ୍ତେ ପାତାଳକୁ ଚାଲିଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି ସେମାନେ ମନ୍ଦ ଲୋକ ଅଟନ୍ତି। ସେମାନେ ମୃତ୍ୟୁ ସ୍ଥାନକୁ ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।