Psalms 9:18 — Compare Translations
5 translations compared side by side
Odia - 1840
"େ ବେଳବେଳେ ଏହା ଜଣାପଡ଼େ ୟେ ପରମେଶ୍ବର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ୟାଆନ୍ତି। ଏହାର ଅର୍ଥ ନୁହେଁ ୟେ ସହେି ଗରିବ ବ୍ଯକ୍ତିମାନଙ୍କର କୌଣସି ଆଶା ନ ଥାଏ। କନ୍ତୁ ପରମେଶ୍ବର ସର୍ବଦା ସମାନଙ୍କେୁ ଭୁଲନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି। ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ। କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।