Psalms 9:19 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। ସହେି ଜାତିମାନଙ୍କୁ ନ୍ଯାଯ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ୟେ ସମାନେେ ଶକ୍ତିଶାଳୀ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ। ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।