Psalms 9:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ମତେ ଅତି ଆନନ୍ଦ ଦଇେଛା ହେ ସର୍ବୋପରିସ୍ଥ ପରମେଶ୍ବର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ ଅତି ଆନନ୍ଦ ଦେଇଛ। ହେ ସର୍ବୋପରିସ୍ଥ ପରମେଶ୍ୱର, ମୁଁ ଶତମୁଖରେ ତୁମ୍ଭର ପ୍ରଶଂସା ଗାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।