Psalms 9:20 — Compare Translations

5 translations compared side by side

Odia - 1840
"ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର। ସମାନେେ ଜାଣିବା ଉଚିତ୍ ୟେ ସମାନେେ କବଳେ ମନୁଷ୍ଯ ମାତ୍ର ଅଟନ୍ତି। -ସେଲା-"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟମାତ୍ର ବୋଲି ଜାଣନ୍ତୁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର। ସେମାନେ ଜାଣିବା ଉଚିତ୍ ଯେ, ସେମାନେ କେବଳ ମନୁଷ୍ୟ ମାତ୍ର ଅଟନ୍ତି। -ସେଲା-
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। [ସେଲା]