Psalms 9:3 — Compare Translations
5 translations compared side by side
Odia - 1840
"ଯେତବେେଳେ ସମାନେେ ମାଠାରୁେ ଦୌଡ଼ି ପଳାଇବା ପାଇଁ ବୁଲି ପଡ଼ିଲେ, ମାରେ ଶତ୍ରୁମାନେ ତୁମ୍ଭ ସାକ୍ଷାତରେ ଧ୍ବଂସ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ମୋ’ଠାରୁ ଦୌଡ଼ି ପଳାଇବା ପାଇଁ ବୁଲି ପଡ଼ିଲେ, ମୋର ଶତ୍ରୁମାନେ ତୁମ୍ଭ ସାକ୍ଷାତରେ ଧ୍ୱଂସ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।