Psalms 9:4 — Compare Translations

5 translations compared side by side

Odia - 1840
"ତୁମ୍ଭେ ହେଉଛି ସବୁଠାରୁ ବିଚାରବନ୍ତ। ତୁମ୍ଭେ ସିଂହାସନରେ ବିଚାରପତିର ଆସନ ଅଳଙ୍କୃତ କରି ବସୁଛ। ହେ ସଦାପ୍ରଭୁ, ତୁମ୍ଭେ ମାେ କଥା କର୍ଣ୍ଣପାତ କର ଓ ତା'ପରେ ମାେ ପାଇଁ ନିଷ୍ପତ୍ତି ନଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହେଉଛ ସବୁଠାରୁ ବିଗ୍ଭରବନ୍ତ। ତୁମ୍ଭେ ସିଂହାସନରେ ବିଗ୍ଭରପତିର ଆସନ ଅଳଙ୍କୃତ କରି ବସୁଛ। ହେ ସଦାପ୍ରଭୁ, ତୁମ୍ଭେ ମୋ’ କଥା କର୍ଣ୍ଣପାତ କଲ ଓ ତା’ପରେ ମୋ’ ପାଇଁ ନିଷ୍ପତ୍ତି ନେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।