Psalms 9:5 — Compare Translations
5 translations compared side by side
Odia - 1840
"ତୁମ୍ଭେ ସହେି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ। ହେ ସଦାପ୍ରଭୁ, ତୁମ୍ଭେ ସହେି ଦୁଷ୍ଟ ଲୋକଙ୍କୁ ମଧ୍ଯ ଧ୍ବଂସ କରିଛ। ତୁମ୍ଭେ ସହେି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦଇେଛ। ଆଜି ସହେିମାନଙ୍କ ମଧ୍ଯରୁ କହେି ଜୀବିତ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ଅନ୍ୟ ଲୋକମାନଙ୍କୁ ସମାଲୋଚନା କରିଛ। ହେ ସଦାପ୍ରଭୁ, ତୁମ୍ଭେ ସେହି ଦୁଷ୍ଟ ଲୋକଙ୍କୁ ମଧ୍ୟ ଧ୍ୱଂସ କରିଛ। ତୁମ୍ଭେ ସେହି ମାନଙ୍କର ନାମ ସବୁଦିନ ପାଇଁ ନିଶ୍ଚିହ୍ନ କରିଦେଇଛ। ଆଜି ସେହିମାନଙ୍କ ମଧ୍ୟରୁ କେହି ଜୀବିତ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।