Psalms 9:6 — Compare Translations

5 translations compared side by side

Odia - 1840
"ଶତ୍ରୁମାନେ ନିଶ୍ଚିହ୍ନ ହାଇେଛନ୍ତି। ହେ ସଦାପ୍ରଭୁ ତୁମ୍ଭେ ସମାନଙ୍କେର ନଗରକୁ ଧ୍ବଂସ କରିଛ। ବର୍ତ୍ତମାନ କବଳେ ଭଙ୍ଗା ଅଟ୍ଟାଳିକାର ଧ୍ବଂସାବଶଷେ ବିଦ୍ଯମାନ। ଆଜି ସମାନଙ୍କେୁ ମନେ ପକାଇବା ପାଇଁ କିଛି ଅବଶଷେ ବାକିରହି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶତ୍ରୁମାନେ ଶେଷ ପାଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁମାନେ ନିଶ୍ଚିହ୍ନ ହୋଇଛନ୍ତି। ହେ ସଦାପ୍ରଭୁ ତୁମ୍ଭେ ସେମାନଙ୍କର ନଗରକୁ ଧ୍ୱଂସ କରିଛ। ବର୍ତ୍ତମାନ କେବଳ ଭଙ୍ଗା ଅଟ୍ଟାଳିକାର ଧ୍ୱଂସାବଶେଷ ବିଦ୍ୟମାନ। ଆଜି ସେମାନଙ୍କୁ ମନେ ପକାଇବା ପାଇଁ କିଛି ଅବଶେଷ ବାକିରହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।