Psalms 9:7 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ଯମାନ, ସେ ତାଙ୍କର ରାଜ୍ଯକୁ ଶକ୍ତିଶାଳୀ କରନ୍ତି। ସେ ଏହି ପୃଥିବୀର ମଙ୍ଗଳ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଚିରକାଳ ରାଜାରୂପେ ବିଦ୍ୟମାନ, ସେ ତାହଙ୍କର ରାଜ୍ୟକୁ ଶକ୍ତିଶାଳୀ କରନ୍ତି। ସେ ଏହି ପୃଥିବୀର ମଙ୍ଗଳ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।