Psalms 9:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏ ପୃଥିବୀର ସବୁ ମଣିଷ ପ୍ରତି ସମାନ ବିଚାର ପ୍ରଦର୍ଶନ କରନ୍ତି। ସେ ସବୁ ରାଜ୍ଯମାନଙ୍କ ପ୍ରତି ସମାନ ନ୍ଯାଯ ପ୍ରଦାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏ ପୃଥିବୀର ସବୁ ମଣିଷ ପ୍ରତି ସମାନ ବିଗ୍ଭର ପ୍ରଦର୍ଶନ କରନ୍ତି। ସେ ସବୁ ରାଜ୍ୟମାନଙ୍କ ପ୍ରତି ସମାନ ନ୍ୟାୟ ପ୍ରଦାନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।