Psalms 90:1 — Compare Translations
5 translations compared side by side
Odia - 1840
"ହେ ପ୍ରଭୁ, ତୁମ୍ଭ ବଂଶାନୁକ୍ରମେ ଆମ୍ଭମାନଙ୍କର ବାସସ୍ଥାନ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା । ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର୍ଥ ପୁସ୍ତକ (ଗୀତସଂହିତା 90-106) ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା। ହେ ପ୍ରଭୁ, ତୁମ୍ଭେ ବଂଶାନୁକ୍ରମେ ଆମ୍ଭମାନଙ୍କର ବାସସ୍ଥାନ ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।