Psalms 90:10 — Compare Translations

5 translations compared side by side

Odia - 1840
"ଆମ୍ଭେ ହୁଏତ ସତୁରି ବର୍ଷ ବଞ୍ଚିପାରୁ, ଅଥବା ୟଦି ଆମ୍ଭେ ଶକ୍ତିଶାଳୀ ତବେେ ଅଶୀ ବର୍ଷ ବଞ୍ଚିପାରୁ। ଆମ୍ଭମାନଙ୍କର ଜୀବନ କଠିନ ପରିଶ୍ରମ ଓ ୟନ୍ତ୍ରଣାରେ ଭରପୁର ହାଇେଥାଏ। ଏହାପରେ ହଠାତ୍ ଆମ୍ଭର ଜୀବନ ସମାପ୍ତ ହୁଏ ଓ ଆମ୍ଭେ ଉଡ଼ିଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ଗର୍ବ ଓ ପରିଶ୍ରମ ଦୁଃଖମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ହୁଏତ ସତୁରି ବର୍ଷ ବଞ୍ଚିପାରୁ, ଅଥବା ଯଦି ଆମ୍ଭେ ଶକ୍ତିଶାଳୀ ତେବେ ଅଶୀ ବର୍ଷ ବଞ୍ଚିପାରୁ। ଆମ୍ଭମାନଙ୍କର ଜୀବନ କଠିନ ପରିଶ୍ରମ ଓ ଯନ୍ତ୍ରଣାରେ ଭରପୁର ହୋଇଥାଏ। ଏହା ପରେ ହଠାତ୍ ଆମ୍ଭର ଜୀବନ ସମାପ୍ତ ହୁଏ ଓ ଆମ୍ଭେ ଉଡ଼ିଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ ।