Psalms 90:11 — Compare Translations

5 translations compared side by side

Odia - 1840
"କୌଣସି ଲୋକ ବାସ୍ତବରେ ତୁମ୍ଭର କୋର୍ଧ ଦୂରତା ଜାଣନ୍ତି ନାହିଁ। କିନ୍ତୁ ତୁମ୍ଭର କୋର୍ଧ ତୁମ୍ଭେ ଆଶା କରୁଥିବା ସମ୍ମାନଠାରୁ ଅଧିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଲୋକ ବାସ୍ତବରେ ତୁମ୍ଭର କ୍ରୋଧ ଦୂରତା ଜାଣନ୍ତି ନାହିଁ। କିନ୍ତୁ ତୁମ୍ଭର କ୍ରୋଧ ତୁମ୍ଭେ ଆଶା କରୁଥିବା ସମ୍ମାନଠାରୁ ଅଧିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?