Psalms 90:12 — Compare Translations
5 translations compared side by side
Odia - 1840
"ଆମ୍ଭକୁ ଶିକ୍ଷା ଦିଅ, ଆମ୍ଭ ଜୀବନ କେତେ କ୍ଷୀଣ ୟାହାଫଳରେ ଆମ୍ଭେ ବୁଦ୍ଧିମାନ୍ ହାଇେ ପାରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭକୁ ଶିକ୍ଷା ଦିଅ, ଆମ୍ଭ ଜୀବନ କେତେ କ୍ଷୀଣ ଯାହା ଫଳରେ ଆମ୍ଭେ ବୁଦ୍ଧିମାନ୍ ହୋଇ ପାରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।