Psalms 90:13 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫରେି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ? ଆପଣା ଦାସ ପ୍ରତି ଦୟା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଆମ୍ଭ ପାଖକୁ ଫେରି ଆସ, ଆଉ କେତେ ଦିନ ତୁମ୍ଭେ ଅପେକ୍ଷା କରିବ? ଆପଣା ଦାସ ପ୍ରତି ଦୟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।