Psalms 90:14 — Compare Translations
5 translations compared side by side
Odia - 1840
"ପ୍ରଭାତରେ, ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର। ଆମ୍ଭମାନଙ୍କୁ ୟାବଜ୍ଜୀବନ ଖୁସି ଓ ଆନନ୍ଦିତ ହବୋକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭାତରେ, ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର। ଆମ୍ଭମାନଙ୍କୁ ଯାବଜ୍ଜୀବନ ଖୁସୀ ଓ ଆନନ୍ଦିତ ହେବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।