Psalms 90:15 — Compare Translations
5 translations compared side by side
Odia - 1840
"ତୁମ୍ଭେ ଜୀବନରେ ଆମ୍ଭକୁ ବହୁ ବର୍ଷଧରି କଷ୍ଟ ଓ ୟନ୍ତ୍ରଣା ଦଲେ। ବର୍ତ୍ତମାନ ଆମ୍ଭକୁ ଆନନ୍ଦିତ କର, ୟପରେି ୟଥାର୍ଥ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜୀବନରେ ଆମ୍ଭକୁ ବହୁ ବର୍ଷଧରି କଷ୍ଟ ଓ ଯନ୍ତ୍ରଣା ଦେଲ। ବର୍ତ୍ତମାନ ଆମ୍ଭକୁ ଆନନ୍ଦିତ କର, ଯେପରି ଯଥାର୍ଥ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।
Odia IRV 2017 (ଓଡିଆ ବାଇବେଲ)
ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।