Psalms 90:16 — Compare Translations

5 translations compared side by side

Odia - 1840
"ତୁମ୍ଭେ କରିପାରୁଥିବା ଆଶ୍ଚର୍ୟ୍ଯ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ ଏବଂ ସମାନଙ୍କେ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କରିପାରୁଥିବା ଆଶ୍ଚର୍ଯ୍ୟ କର୍ମସବୁ ତୁମ୍ଭର ଦାସମାନଙ୍କୁ ଦେଖିବାକୁ ଦିଅ ଏବଂ ସେମାନଙ୍କ ସନ୍ତାନଗଣଙ୍କୁ ତୁମ୍ଭର ମହିମା ଦେଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।