Psalms 90:17 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର ଆମ୍ଭମାନଙ୍କ ପ୍ରଭୁ, ଆମ୍ଭମାନଙ୍କୁ ଦୟାକର। ଆମ୍ଭର କାର୍ୟ୍ଯ ଆମ୍ଭକୁ ସମର୍ଥନ କରେ, ତଣେୁ ଦୟାକରି ଆମ୍ଭର କାର୍ୟ୍ଯକୁ ସମର୍ଥନ କର ଓ ଏହାକୁ ସଫଳ କରାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଆମ୍ଭମାନଙ୍କୁ ଦୟାକର। ଆମ୍ଭର କାର୍ଯ୍ୟ ଆମ୍ଭକୁ ସମର୍ଥନ କରେ, ତେଣୁ ଦୟାକରି ଆମ୍ଭର କାର୍ଯ୍ୟକୁ ସମର୍ଥନ କର ଓ ଏହାକୁ ସଫଳ କରାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।