Psalms 90:2 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ବର ଥିଲ। ତୁମ୍ଭେ ଚିରକାଳ ପରମେଶ୍ବର ହାଇେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ଵାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ଵର ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ପର୍ବତମାଳାର ସୃଷ୍ଟି ପୂର୍ବରୁ ଏବଂ ପୃଥିବୀ ଓ ଜଗତ ସୃଷ୍ଟି ପୂର୍ବରୁ ପରମେଶ୍ୱର ଥିଲ। ତୁମ୍ଭେ ଚିରକାଳ ପରମେଶ୍ୱର ହୋଇ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
Odia IRV 2017 (ଓଡିଆ ବାଇବେଲ)
ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।