Psalms 90:3 — Compare Translations

5 translations compared side by side

Odia - 1840
"ତୁମ୍ଭେ ଲୋକମାନଙ୍କୁ ପୃଥିବୀକୁ ଆଣିଛ ଏବଂ ପରିଶଷେରେ ତୁମ୍ଭେ ସମାନଙ୍କେୁ ଧୂଳିରେ ପରିଣତ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ । ପୁଣି କହୁଅଛ, ହେ ମନୁଷ୍ୟ-ସନ୍ତାନଗଣ, ଫେର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଲୋକମାନଙ୍କୁ ପୃଥିବୀକୁ ଆଣିଛ ଏବଂ ପରିଶେଷରେ ତୁମ୍ଭେ ସେମାନଙ୍କୁ ଧୂଳିରେ ପରିଣତ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”