Psalms 90:4 — Compare Translations
5 translations compared side by side
Odia - 1840
"ତୁମ୍ଭ ଦୃଷ୍ଟିରେ, ସହସ୍ର ବର୍ଷ ଗତକାଲିର ତୁଲ୍ଯ ଓ ରାତ୍ରୀର ଅଳ୍ପ ସମୟପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଦୃଷ୍ଟିରେ, ସହସ୍ର ବର୍ଷ ଗତକାଲିର ତୁଲ୍ୟ ଓ ରାତ୍ରିର ଅଳ୍ପ ସମୟପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।