Psalms 90:5 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମାନଙ୍କେର ଜୀବନକୁ ଉଚ୍ଛଦେ କରିଛ, ୟାହା ମୃତ୍ଯୁରେ ଶୋଇ ଥିବା ପରି। ପ୍ରଭାତରେ ସମାନେେ ଗୁଜୁରିବା ତୃଣପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ଵପ୍ନ ତୁଲ୍ୟ । ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କର ଜୀବନକୁ ଉଚ୍ଛେଦ କରିଛ, ଯାହା ମୃତ୍ୟୁରେ ଶୋଇ ଥିବା ପରି। ପ୍ରଭାତରେ ସେମାନେ ଗୁଜୁରିବା ତୃଣପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
Odia IRV 2017 (ଓଡିଆ ବାଇବେଲ)
ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।