Psalms 90:6 — Compare Translations
5 translations compared side by side
Odia - 1840
"ପ୍ରାତଃକାଳରେ ତୃଣ ସତଜେ ହାଇେ ବଢ଼େ। ସନ୍ଧ୍ଯା କଳରେ ତାହା ଶୁଖି ମରିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାତଃକାଳରେ ତୃଣ ସତେଜ ହୋଇ ବଢ଼େ। ସନ୍ଧ୍ୟାକାଳରେ ତାହା ଶୁଖି ମରିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟାଯାଇ ଶୁଖଇ।
Odia IRV 2017 (ଓଡିଆ ବାଇବେଲ)
ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ।