Psalms 90:7 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭ କୋର୍ଧରେ ଆମ୍ଭମାନେେ କ୍ଷଯ ହେଉ। ପୁଣି ତୁମ୍ଭ କୋର୍ଧ ଆମ୍ଭଙ୍କୁ ଭୟଭୀତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ହେଉ। ପୁଣି ତୁମ୍ଭ କ୍ରୋଧ ଆମ୍ଭଙ୍କୁ ଭୟଭୀତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
Recommended Reading