Psalms 90:8 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆମ୍ଭମାନଙ୍କର ପାପ ବିଷଯରେ ଜାଣ। ତୁମ୍ଭେ ମଧ୍ଯ ଆମ୍ଭମାନଙ୍କର ଗୁପ୍ତ ପାପ ଦେଖିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭମାନଙ୍କର ପାପ ବିଷୟରେ ଜାଣ। ତୁମ୍ଭେ ମଧ୍ୟ ଆମ୍ଭମାନଙ୍କର ଗୁପ୍ତ ପାପ ଦେଖିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
Recommended Reading