Psalms 90:9 — Compare Translations
5 translations compared side by side
Odia - 1840
"ତୁମ୍ଭର କୋର୍ଧ ଆମ୍ଭମାନଙ୍କ ଜୀବନକୁ ଶଷେ ଦିନ କରିଦଇେ ଆଣିଛି। ଆମ୍ଭେ ଆମ୍ଭର ବର୍ଷ ଅତିଶୀଘ୍ର ସମାପ୍ତ କରୁଥାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର କ୍ରୋଧ ଆମ୍ଭମାନଙ୍କ ଜୀବନକୁ ଶେଷ ଦିନ କରିଦେଇ ଥାଏ। ଆମ୍ଭେ ଆମ୍ଭର ବର୍ଷ ଅତିଶୀଘ୍ର ସମାପ୍ତ କରୁଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।