Psalms 91:1 — Compare Translations

5 translations compared side by side

Odia - 1840
"ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ସର୍ବୋପରିସ୍ଥ ପରମେଶ୍ୱର ପାଖକୁ ଯାଏ, ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ଛାୟା ତଳେ ନିରାପତ୍ତା ପାଇଁ ବସତି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।