Psalms 91:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦବେେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ଯ, ସମାନେେ ତୁମ୍ଭକୁ ସୁରକ୍ଷା ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତୁମ୍ଭ ରକ୍ଷା ପାଇଁ ଦୂତମାନଙ୍କୁ ଆଦେଶ ଦେବେ। ତୁମ୍ଭେ ଯେଉଁଠାକୁ ଗଲେ ମଧ୍ୟ, ସେମାନେ ତୁମ୍ଭକୁ ସୁରକ୍ଷା ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।