Psalms 91:12 — Compare Translations

5 translations compared side by side

Odia - 1840
"ତୁମ୍ଭଙ୍କୁ ଦୂତମାନେ ସାହାୟ୍ଯ କରିବେ, ୟପରେିକି ତୁମ୍ଭର ପାଦ ପଥରରେ ବାଡ଼ଇେ ନ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ଵହସ୍ତରେ ତୁମ୍ଭକୁ ବହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭଙ୍କୁ ଦୂତମାନେ ସାହାଯ୍ୟ କରିବେ, ଯେପରିକି ତୁମ୍ଭର ପାଦ ପଥରରେ ବାଡ଼େଇ ନ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ।