Psalms 91:13 — Compare Translations

5 translations compared side by side

Odia - 1840
"ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଚାଲି ୟିବ। ତୁମ୍ଭେ ୟୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବାସିଂହ ଓ ସର୍ପକୁ ପାଦ ତଳେ ଦଳିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ। ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।