Psalms 91:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହନ୍ତି, ୟଦି କୌଣସି ଲୋକ ଆମ୍ଭଙ୍କୁ ପ୍ରମେ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସମାନଙ୍କେୁ ଆମ୍ଭେ ଉଚ୍ଚରେ ରଖିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ଯଦି କୌଣସି ଲୋକ ଆମ୍ଭଙ୍କୁ ପ୍ରେମ କରେ ଆମ୍ଭେ ତାଙ୍କୁ ରକ୍ଷା କରିବା ଓ ଯେଉଁମାନେ ଆମ୍ଭଙ୍କୁ ପ୍ରକୃତରେ ଜାଣନ୍ତି, ସେମାନଙ୍କୁ ଆମ୍ଭେ ଉଚ୍ଚରେ ରଖିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।